Masthead

ବଡ଼ ଖବର ପ୍ରଭାବ: ପ୍ରଶାସନ ଶୁଣିଲା ଅହଲ୍ୟାଙ୍କ ଦୁଃଖ

ସୁକିନ୍ଦା (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ପିମ୍ଫୁଡିଆ ନୂଆଡିହ ଗାଁର ବିଧବା ଅହଲ୍ୟାଙ୍କ ଦୁଃଖଦ କାହାଣୀ ‘ବଡ଼ ଖବର’ରେ ପ୍ରକାଶ ପାଇବା ପରେ ଆଜି ତାଙ୍କୁ ଭେଟିଛନ୍ତି ସୁକିନ୍ଦା ବ୍ଲକ ଉପାଧ୍ୟକ୍ଷ ଦିବ୍ୟାରଂଜନ ବରାଳ । ଉପାଧ୍ୟକ୍ଷ ବରାଳ ତାଙ୍କ ଘରେ ପହଞ୍ଚି ସେମାନଙ୍କ ସମସ୍ୟା ସଂପର୍କରେ ବୁଝିବା ପରେ ଖୁବଶୀଘ୍ର ତାଙ୍କୁ ବିଧବା ଭତ୍ତା ଓ ଆବାସ ଯୋଜନାରେ ସାମିଲ୍ କରି ପକ୍କା ଘର ଏବଂ ଅନ୍ତୋର୍ଦୟ ଯୋଜନା ଜରିଆରେ ମାସିକ ୩୫ କେଜି ଚାଉଳ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି । ଏହାସହିତ ୭ଶ୍ରେଣୀ ରୁ ପାଠଛାଡି ପାହାଡ଼ ରୁ କାଠ ଆଣି ବିକ୍ରି କରି ପରିବାର ଚଳାଉଥିବା ନାବାଳିକା ଝିଅ ସୀମା କିଭଳି ପୁନଃର୍ବାର ପାଠ ପଢିପାରିବ ସେନେଇ ମଧ୍ୟ ସେ ସୁକିନ୍ଦା ବିଧାୟକ ପ୍ରୀତିରଂଜନ ଘଡାଇଙ୍କ ସହ ଆଲୋଚନା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ