Masthead

କୌଣସି ପୂର୍ବ ଶତ୍ରୁତା ପାଇଁ ହତ୍ୟା କରାଯାଇଥିବା ସନ୍ଦେହ

ଆଠଗଡ(ବଡ଼ ଖବର ବ୍ୟୁରୋ): ଆଠଗଡ ନିର୍ବାଚନ ମଣ୍ଡଳୀ ଓରଦା ପଞ୍ଚାୟତ ବାଳି ହରିଜନ ସାହି ରେ ଅଭାବନୀୟ ଘଟଣା, ରକ୍ତାନ୍ତ ଅବସ୍ଥାରେ ଯୁବକ ଙ୍କ ମୃତ ଦେହ ସାହି କୋଠଘର ବରଣ୍ଡାରେ ପଡିଥିବା ଦେଖିବାକୁ ମିଳିଛି। ମୃତ ଯୁବକ ଙ୍କ ନାମ ମୋହନ ନାୟକ-୩୫ ବୋଲି ଜଣାପଡିଛି। ଖବର ପାଇଁ ଗୁରୁଝାଟିଆ ପୋଲିସ ପହଞ୍ଚି ତଦନ୍ତ ଜାରିରଖିଛି। କୌଣସି ପୂର୍ବଶତ୍ରୁତା ପାଇଁ ଏହି ପରି ଘଟଣା ଘଟିଥିବା ବିଶେଷ ସୂତ୍ରରୁ ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି