Masthead

ମଧ୍ୟପ୍ରଦେଶ ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମଧ୍ୟପ୍ରଦେଶ ସରକାର ଖେଳିଛନ୍ତି ମହିଳା କାର୍ଡ। ଏଣିକି ମଧ୍ୟପ୍ରଦେଶରେ ସମସ୍ତ ସରକାରୀ ଚାକିରିରେ ୩୫% ସଂରକ୍ଷଣ ଦେବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର। ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଘୋଷଣା କରିଛନ୍ତି । ରାଜ୍ୟ ଏ ନେଇ ସରକାରଙ୍କ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କେବଳ ବନ ବିଭାଗକୁ ଛାଡ଼ିଦେଲେ ରାଜ୍ୟର ସମସ୍ତ ସରକାରୀ ବିଭାଗରେ ଏହି ନିୟମ ଲାଗୁ ହେବ ବୋଲି ସୂଚନା ମିଳିଛି। ଉଭୟ ଲୋକସଭା ଓ ରାଜ୍ୟ ବିଧାନସଭାରେ ମହିଳାମାନଙ୍କୁ ୩୩% ସଂରକ୍ଷଣ ଦେବାକୁ ବିଲ୍‌ ପାରିତ ହୋଇ ସାରିଥିବା ବେଳେ ଏହି କ୍ଷେତ୍ରରେ ମଧ୍ୟପ୍ରଦେଶ ସରକାର ଦୁଇ ପାଦ ଆଗରେ ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି