Masthead

ସ୍କ୍ୱାସରେ ପ୍ରଥମ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏସିଆନ ଗେମସରେ ଆଜି ଭାରତ ଦୁଇଟି ସ୍ବର୍ଣ୍ଣ ପଦକ ହାସଲ କରିଛି । ସ୍କ୍ବାସର ମିଳିତ ବର୍ଗରେ ଭାରତ ଗୋଲ୍ଡ ଜିତିଛି । ଦିପିକା ପାଲିକଲ ଏବଂ ହରିନ୍ଦର ପାଲ ସିଂ ସାନ୍ଧୁଙ୍କ ମିଳିତ ଟିମ ଭାରତ ପାଇଁ ସ୍ବର୍ଣ୍ଣ ଜିତିଛନ୍ତି । ଏସିଆନ ଗେମସରେ ସ୍କ୍ବାସରେ ପ୍ରଥମ ସ୍ବର୍ଣ୍ଣ ପଦକ ଜିତି ଇତିହାସ ରହିଛି ଭାରତ । ସେହିପରି ତୀରଚାଳନାରେ ମଧ୍ୟ ଭାରତ ଆଉ ଏକ ସ୍ବର୍ଣ ହାତେଇଛି । ୨୦ ସ୍ବର୍ଣ୍ଣ , ୩୧ ରୋପ୍ୟ ଓ ୩୨ ବ୍ରୋ୍ଜ ପଦକ ସହ ଭାରତର ପଦକ ସଂଖ୍ୟା ୮୩କୁ ବୃଦ୍ଧି ପାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା