Masthead

ଦୁର୍ଗା ପୂଜା ପାଇଁ ଜାରି ହେଲା ଗାଇଡଲାଇନ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ପୂଜା ପାଇଁ ଚଳଚଞ୍ଚଳ ରାଜଧାନୀ । ଦୁର୍ଗାପୂଜାକୁ ଶାନ୍ତିଶୃଙ୍ଖଳାର ସହ କରିବାକୁ ଅଣ୍ଟା ଭିଡ଼ିଛି ପ୍ରଶାସନ । ଏଥର ଦୁର୍ଗାପୂଜାରେ ରାତି ୧୨ଯାଏଁ ହେବ ମେଲୋଡି । ଭୁବନେଶ୍ୱରରେ ରାତି ୧୦ ପରିବର୍ତ୍ତେ ୧୨ଯାଏଁ ହେବ ମେଲୋଡି । ଦୁର୍ଗାପୂଜା, ରାବଣପୋଡ଼ି, ଭସାଣି ଉତ୍ସବ ପାଇଁ କମିଶନରେଟ୍ ପୋଲିସ ସହ ପୂଜା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ବେଳେ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ । ପୂଜା ସମୟରେ ଆଇନଶୃଙ୍ଖଳା ବ୍ୟବସ୍ଥା ଏବଂ ସୁବ୍ୟବସ୍ଥିତ ଭାବେ ରୀତିନୀତି ସହ ପୂଜା କିଭଳି ହେବ ତାକୁ ନେଇ ଆଲୋଚନା କରାଯାଇଛି। ଚଳିତ ବର୍ଷ
କଟକରେ ପୂଜା ମଣ୍ଡପ ସଂଖ୍ୟା ୧୬୮ ଥିବାବେଳେ ଭୁବନେଶ୍ୱରରେ କିନ୍ତୁ ୧୮୩ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼