ଟିମ୍ ଇଣ୍ଡିଆକୁ ଝଟକା, ୟଙ୍ଗଷ୍ଟାର ଶୁବମନ ଗିଲଙ୍କୁ ଡେଙ୍ଗୁ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ୱାର୍ଲଡ କପ ଆରମ୍ଭରୁ ଟିମ୍ ଇଣ୍ଡିଆକୁ ବଡ ଝଟକା । ଟିମ୍ ଇଣ୍ଡିଆର ୟଙ୍ଗଷ୍ଟାର ଶୁବମନ ଗିଲଙ୍କୁ ଡେଙ୍ଗୁ । ରକ୍ତନମୂନା ପରୀକ୍ଷା କରାଯିବା ପରେ ଶୁବମନ ଗିଲ୍ ଡେଙ୍ଗୁ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପ୍ରଥମ ମ୍ୟାଚ୍ ପୂର୍ବରୁ ଦଳ ପାଇଁ ଆସିଛି ଚିନ୍ତାଜନକ ଖବର । ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚରେ ଗିଲ୍ ଖେଳିବା ନେଇ ଦେଖାଦେଇଛି ଆଶଙ୍କା । ଆସନ୍ତା ୮ରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ମ୍ୟାଚ୍ ଖେଳିବ ଭାରତ । ଯଦି ଗିଲ୍ ଖେଳିବାକୁ ଅସମର୍ଥ ହୁଅନ୍ତି, ତେବେ ଅଧିନାୟକ ରୋହିତ ଶର୍ମାଙ୍କ ସହ କିଏ ପାଳି ଆରମ୍ଭ କରିବ ଏବେ ତାକୁ ନେଇ ରହିଛି ସମସ୍ତଙ୍କ ନଜର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ