Masthead

ଅନ୍ତିମ ସଂସ୍କାର ପାଇଁ ଚାଲିଛି ପ୍ରସ୍ତୁତି, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେବ ଶେଷକୃତ୍ୟ

କାମାକ୍ଷାନଗର(ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଜନ୍ମମାଟିରେ ପହଞ୍ଚିବ ସହିଦ ଓଡ଼ିଆ ଯବାନ ସରୋଜ କୁମାର ଦାସଙ୍କ ପାର୍ଥିବ ଶରୀର । ଢେଙ୍କାନାଳ କାମାକ୍ଷାନଗର କେନ୍ଦୁଢିପ ଗାଁରେ ହେବ ଶେଷକୃତ୍ୟ । ରାଷ୍ଟ୍ରୀୟ ମର୍ୟ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ କରାଯିବ । ମୃତ ଦେହ ମିଳିବା ପରେ ପରିବାର ଲୋକଙ୍କ ସହ ଆଖପାଖ ଗ୍ରାମ ଗୁଡିକରେ ଶୋକର ଛାଇଆ ଖେଳି ଯାଇଛି । ସାଙ୍ଗ ସାଥି ହୁଅନ୍ତୁ କି ବନ୍ଧୁ ପରିଜନ ସମସ୍ତଙ୍କ ଆଖିରେ ଲୁହ । ସରୋଜଙ୍କ ପରିବାରକୁ ଯାହା ଆବଶ୍ୟକ ଅଛି ସବୁ ପ୍ରକାର ସହଯୋଗ କରାଯିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି । ଆସନ୍ତା କାଲି ସରୋଜଙ୍କର ମୃତ ଦେହ ଗାଁକୁ ଆସିବ, ଆସିଲା ପରେ ଗାଁ ଶ୍ମଶାନରେ ଅନ୍ତିମ ସଂସ୍କାର କରାଯିବ ବୋଲି ପୁରା ପ୍ରସ୍ତୁତି ଚାଲିଛି ଜ୍ଝ ସିକ୍କିମରେ ଆସିଥିବା ପ୍ରଳୟଙ୍କାରୀ ବନ୍ୟାରେ ଭାସିଯାଇଥିଲେ ୨୩ ଜଣ ଯବାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା