Masthead

ସତର୍କ ସୂଚନା ଟପିଲା ସୁବର୍ଣ୍ଣରେଖା, ତଳିଆ ଅଞ୍ଚଳରେ ପସିଲା ବନ୍ୟା ଜଳ

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ): ସତର୍କ ସୂଚନା ଟପିଲା ସୁବର୍ଣ୍ଣରେଖା । ବାଲିଆପାଳ ଓ ଭୋଗରାଇ ରେ ତଳିଆ ଅଞ୍ଚଳରେ ପସିଲା ବନ୍ୟା ଜଳ । ଜଳେଶ୍ୱର ରାଜଘାଟ ଠାରେ ସତର୍କ ସଙ୍କେତ ୯.୪୫ ମିଟର ଥିବା ବେଳେ ବର୍ତ୍ତମାନ ତାହା ୯.୬୨ମିଟର ରେ ପ୍ରବାହିତ ହେଉଛି । ଜଳ ପତନ କ୍ରମଶଃ ବୃଦ୍ଧି ପାଉଥିବା ବେଳେ ତଳିଆ ଅଞ୍ଚଳର ଲୋକେ ଭୟବୀତ ହୋଇଯାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ