Masthead

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଦିଲ୍ଲୀରେ ମାଓ ମୁକାବିଲା ବୈଠକ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ଓଡ଼ିଶାରୁ ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓ ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ବୈଠକରେ ଯୋଗଦେଇଛନ୍ତି। ବିଭିନ୍ନ ରାଜ୍ୟରେ ମାଓବାଦୀଙ୍କ ସ୍ଥିତି ଓ ସରକାରଙ୍କ ମୁକାବିଲା ନେଇ ଆଲୋଚନା କରାଯାଇଛି ।

ନକ୍ସଲବାଦ ମାନବିକତା ପ୍ରତି ଏକ ଅଭିଶାପ। ଏହାର ମୂଳତ୍ପାଟନ ଲାଗି ସରକାରଙ୍କ କାର୍ୟ୍ୟ ଜାରି ରହିଛି ବୋଲି କହିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଏହି ବୈଠକରେ ଗୁଇନ୍ଦା ବିଭାଗ, ଏନଆଇଏ, ବିଏସଏଫ୍, ଏନଏସଜି, ସିଆରପିଏଫ୍ ଏବଂ ଏସଏସଜିର ଡିଜି ସାମିଲ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର