Masthead

ଫାଇନାଲରେ ଜାପାନକୁ ହରାଇ ସ୍ୱର୍ଣ୍ଣ ଜିତିଲା ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏସୀୟ କ୍ରିଡା ୨୦୨୩ ହକିରେ ଭାରତ ଜିତିଲା ସ୍ୱର୍ଣ୍ଣ । ଫାଇନାଲରେ ଜାପାନକୁ ହରାଇ ସ୍ୱର୍ଣ୍ଣ ଜିତିଲା ଭାରତ ପୁରୁଷ ହକି ଟିମ୍ । ଜାପାନକୁ ୫-୧ ରେ ହରାଇଲା ଟିମ୍ ଇଣ୍ଡିଆ । ପ୍ରଥମ ଗୋଲ ଦେଇଥିଲେ ମନପ୍ରିତ ସିଂ । ପଦକ ଜିତି ପ୍ୟାରିସ ଅଲମ୍ପିକ ପାଇଁ ନିଜର ଯେଗ୍ୟତା ହାସଲ କଲା ଭାରତ । ୪ର୍ଥ ଥର ପାଇଁ ହକିରେ ସ୍ୱର୍ଣ୍ଣ ଜିତିଲା ଭାରତ । ୯ ବର୍ଷପରେ ଏସୀୟ କ୍ରିଡା ହକରେ ସ୍ୱର୍ଣ୍ଣ ଜିତିଲା ଭାରତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା