Masthead

ଓଡ଼ିଶାରୁ ହିଁ ଲୋକସଭା ନିର୍ବାଚନ ଲଢ଼ିବାକୁ ଚାହୁଁଛି: ଧର୍ମେନ୍ଦ୍ର ପ୍ରଧାନ

ଭୁବେନେଶ୍ୱର (ବଡ଼ ଖବର ବ୍ୟୁରୋ):୨୦୨୪ରେ ଲୋକସଭା ନିର୍ବାଚନ ଲଢ଼ିବେ ଧର୍ମେନ୍ଦ୍ର ପ୍ରଧାନ । ପ୍ରତ୍ୟକ୍ଷ ନିର୍ବାଚନ ମଇଦାନକୁ ଓହ୍ଲାଇବେ ଧର୍ମେନ୍ଦ୍ର । ଜାତୀୟ ଗଣମାଧ୍ୟ ମକୁ ସାକ୍ଷାତକାର ଅବସରରେ ସେ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି, ‘ଓଡ଼ିଶାରୁ ହିଁ ଲୋକସଭା ନିର୍ବାଚନ ଲଢ଼ିବାକୁ ଚାହୁଁଛି’ । ଏ ବବାଦରେ ସେ ପାର୍ଟିକୁ ଅବଗତ ମଧ୍ୟ କରାଇଛନ୍ତି ବୋଲି କହିଛନ୍ତି । ଧର୍ମେନ୍ଦ୍ର ଲୋକସଭାରୁ ଲଢ଼ିବା ନେଇ ଇଚ୍ଛା କରୁଛନ୍ତି ବୋଲି ପିଟିଆଇ ର ସୂଚନା । ନିର୍ବାଚନ ଲଢ଼ିବା ପାଇଁ ତାଙ୍କୁ ସୁଯୋଗ ଦେଲେ ସେ ନିିଶ୍ଚିତ ଭାବେ ନିର୍ବାଚନ ଲଢ଼ିବେ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ