Masthead

୨୬ ସ୍ୱର୍ଣ୍ଣସହ ଭାରତର ମୋଟ ପଦକ ସଂଖ୍ୟା ୧୦୧କୁ ବୃଦ୍ଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ)ଏସୀୟ କ୍ରିଡା ବ୍ୟାଡମିଣ୍ଟନରେ ଭାରତ ହାସଲ କଲା ଆଉ ଏକ ସ୍ୱର୍ଣ୍ଣ ।ବ୍ୟାଡମିଣ୍ଟନ୍ ମେନ୍ସ ଡବଲରେ ସ୍ୱର୍ଣ୍ଣ ଜିତିଲା ଭାରତ । ଭାରତ ପାଇଁ ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡି ଆଣିଲା ସ୍ୱର୍ଣ୍ଣ ପଦକ । ଫାଇନାଲରେ ଦକ୍ଷିଣକୋରିଆ ଯୋଡିକୁ ହରାଇ ଜିତିଲା ଭାରତ । ୨୬ ସ୍ୱର୍ଣ୍ଣସହ ଭାରତର ପଦକ ସଂଖ୍ୟା ୧୦୧କୁ ବୃଦ୍ଧି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ