Masthead

ହକିରେ ସ୍ୱର୍ଣ୍ଣ ପଦକ ପାଇଁ ଅମିତଙ୍କୁ ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ

ଭୁବେନେଶ୍ୱର (ବଡ଼ ଖବର ବ୍ୟୁରୋ):ଅମିତ ରୋହିଦାସଙ୍କ ପାଇଁ ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା । ଭାରତୀୟ ହକି ଦଳର ଓଡ଼ିଆ ପୁଅ ଅମିତ ରୋହିଦାସଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସ୍ୱତନ୍ତ୍ର ପୁରସ୍କାର ଘୋଷଣା କରିଛନ୍ତି । ଏସୀୟ ହକିରେ ସ୍ୱର୍ଣ୍ଣ ପଦକ ପାଇଁ ରୋହିଦାସଙ୍କୁ ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ଗତକାଲି ଏସିଆନ ଗେମ୍ସରେ ଦମଦାର ପ୍ରଦର୍ଶନ କରି ହକିରେ ସ୍ୱର୍ଣ୍ଣ ପଦକ ହାସଲ କରିଛି ଟିମ ଇଣ୍ଡିଆ ।

ଜାପାନ ବିପକ୍ଷ ଫାଇନାଲ ମ୍ୟାଚରେ ଏକତରଫା ବିଜୟ ହାସଲ କରିଥିଲା ଭାରତୀୟ ହକି ଟିମ୍ । ଏହାସହିତ ଭାରତୀୟ ହକି ଟିମ୍ ପ୍ୟାରିସର ଅଲିମ୍ପିକ ପାଇଁ ମଧ୍ୟ ଟିକେଟ ହାସଲ କରିଛି । ଭାରତ ୧୬ତମ ମେଡାଲ ବିଜୟୀ ହୋଇ ପୁରୁଷ ହକିରେ ଏକ ଐତିହାସିକ ରେକର୍ଡ ସୃଷ୍ଟି କରିଛି । ତେବେ ଏହାକୁ ନେଇ ଭାରତୀୟ ହକି ଟିମଙ୍କୁ ଚାରିଆଡୁ ଶୁଭେଚ୍ଛା ମିଳିଥିବା ବେଳେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଭିଡିଓ କଲ୍ ଜରିଆରେ ସେମାନଙ୍କ ସହ କଥା ହୋଇ ଶୁଭେଚ୍ଛା ଜଣାଇଥିଲେ ।ତେବେ ଆଜି ଭାରତୀୟ ହକି ଦଳର ଓଡ଼ିଆ ପୁଅ ଅମିତ ରୋହିଦାସଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱତନ୍ତ୍ର ଭାବେ ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା