Masthead

ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟି ଟଙ୍କାର ଅତିରିକ୍ତ ଅନୁଦାନ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବେନେଶ୍ୱର (ବଡ଼ ଖବର ବ୍ୟୁରୋ):ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟିର ଅତିରିକ୍ତ ଅନୁଦାନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଆଦିବାସୀଙ୍କ ଭାଷା, କଳା, ସଂସ୍କୃତି, ଐତିହ୍ୟର ସଂରକ୍ଷଣ ପାଇଁ ଏହା ଖର୍ଚ୍ଚ ହେବ । ଚଳିତ ବର୍ଷର ସ୍ୱାଭାବିକ ଅନୁଦାନ ୧୭୫.୫ କୋଟି ଟଙ୍କା ସହିତ ଏହି ଅତିରିକ୍ତ ଅନୁଦାନ ମିଳିବ। ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷମାନଙ୍କ ସହ ଆଲୋଚନା ସମୟରେ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଏହି ସୂଚନା ଦେଇଛନ୍ତି ।

ଏହା ଦ୍ୱାରା ସ୍ବତନ୍ତ୍ର ଉନ୍ନୟନ ପରିଷଦକୁ ଚଳିତ ବର୍ଷ ସମୁଦାୟ ୩୫୧ କୋଟି ଟଙ୍କାର ଅନୁଦାନ ମିଳବ। ଏହି ଘୋଷଣା ଦ୍ବାରା ଆଭାଷୀ ମାଧ୍ୟମରେ ଉପସ୍ଥିତ ଥିବା ୯ଟି ଜିଲ୍ଲା ପରିଷଦର ଅଧ୍ୟକ୍ଷ ଓ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଥିଲା । ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ୯ଟି ଜିଲ୍ଲା ଯଥା- କୋରାପୁଟ, ମାଲକାନଗିରି, ଗଜପତି, ମୟୂରଭଞ୍ଜ, ରାୟଗଡା, କେନ୍ଦୁଝର, କନ୍ଧମାଳ,ସୁନ୍ଦରଗଡ ଓ ନବରଙ୍ଗପୁର ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା