Masthead

ଆନନ୍ଦପୁର ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳ ପକ୍ଷରୁ ପଦଯାତ୍ରା

ହାଟଡିହି(ବଡ଼ ଖବର ବ୍ୟୁରୋ): ସାଧାରଣ ନିର୍ବାଚନ କୁ ଆଉ କିଛି ଦିନ ବାକି ରହି ଥିବା ବେଳେ ଏବେ ଠାରୁ ଚଳ ଚଞ୍ଚଳ ହେଲାଣି ନିର୍ବାଚନ ମଣ୍ଡଳୀ। ନିୟମିତ କାର୍ୟ୍ୟଧାରା ସମ୍ପର୍କରେ ବିଜୁ ଜନତା ଦଳ ପ୍ରତି ବର୍ଷ ପରି ଏବର୍ଷ ମଧ୍ୟ ଅକ୍ଟୋବର ୨ରୁ ପଦ ଯାତ୍ରା ଆରମ୍ଭ କରି ନଭେମ୍ବର ୨ ପର୍ଯ୍ୟନ୍ତ ଚାଲୁରହିଛି। ଆଜି ଆନନ୍ଦପୁର ନିର୍ବାଚନ ମଣ୍ଡଳୀରୁ ଆନନ୍ଦପୁର ବିଧାୟକ ଭାଗିରଥି ସେଠୀଙ୍କ ନେତୃତ୍ଵ ରେ ପୁରା ଜିଲ୍ଲା ର ବିଜୁ ଜନତା ଦଳର ନେତ୍ରୁ ମଣ୍ଡଳୀ ତାଙ୍କ ସହ ଯୋଗ ଦେଇଥିଲେ। ଏହି ପଦ ଯାତ୍ରା ହାଟଡିହି କଲେଜ ଛକ ରୁ ବାହାରି ଛେନା ପଦୀ ଛକ ପର୍ୟ୍ୟନ୍ତ ଚାଲୁ ରହିଥିଲା। ଏଥିରେ ଶହ ଶହ ଲୋକ ଙ୍କୁ ବିଜୁ ଜନତା ଦଳର ଯୋଜନା ସମ୍ପର୍କ ରେ ବୁଝା ଯିବା ସହ ଆଲୋଚନା କରାଯାଇଥିଲା। ଏଥିରେ ବିଜୁ ଜନତା ଦଳର ସାଂସଦ ଚନ୍ଦ୍ରାଣି ମୁର୍ମୁ, ଜିଲ୍ଲା ସଭାପତି ମାଧବ ସର୍ଦ୍ଦାର , ଘଷିପୁରା, ତେଲକୋଇ, ପାଟଣା, ଚମ୍ପୁଆ, ସଦର ସହ ମହିଳା ଜିଲ୍ଲା ସଭାପତି ଯୋଗ ଦେଇଥିଲେ। ଆଗାମୀ ଦିନରେ କିପରି ବିଜୁ ଜନତା ଦଳ ନିର୍ବଚନୀ ଲଢିବ ସେ ଉପରେ ସବିଶେଷ ମତ ରଖିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି