Masthead

ବିଶ୍ୱକପ୍‌ କ୍ରିକେଟ୍‌ରେ ଆଜି ଭାରତର ପ୍ରଥମ ପରୀକ୍ଷା, ଚିଦାମ୍ବରମ୍‌ ଷ୍ଟାଡିୟମରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଶ୍ୱକପ୍‌ କ୍ରିକେଟ୍‌ରେ ଆଜି ଭାରତର ପ୍ରଥମ ପରୀକ୍ଷା । ଚେନ୍ନାଇ ଚିଦାମ୍ବରମ୍‌ ଷ୍ଟାଡିୟମରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ । ଅସୁସ୍ଥ ଶୁବମନ ଗିଲ୍‌ଙ୍କ ଖେଳିବା ନେଇ ସସପେନ୍ସ । ବିଜୟରୁ ଅଭିଯାନ ଆରମ୍ଭ କରିବାକୁ ଉଦ୍ୟମ କରିବେ ଦୁଇ ଦଳ । ସେପଟେ ଶୁଭମନ ଗିଲ ଅସୁସ୍ଥ ଥିବାରୁ ଇସାନ କିଶାନ କରିପାରନ୍ତି ଓପନିଂ । ୩ ସ୍ପିନରଙ୍କୁ ନେଇ ପଡିଆକୁ ଓହ୍ଲାଇପାରେ ଭାରତ । ମରେ ବିରାଟ କୋହଲି, ଶ୍ରେୟସ ଆୟାର, କେଏଲ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, ରବିଚନ୍ଦନ ଅଶ୍ବିନୀ, ଜସପ୍ରୀତ ବୁମରା, ମହମ୍ମଦ ସିରାଜ, କୁଲଦୀପ ଯାଦବଙ୍କୁ ସ୍ଥାନ ମିଳିପାରେ । ବିଶ୍ବକପ ପୂର୍ବରୁ ଅଷ୍ଟ୍ରେଲିଆ ବିପକ୍ଷ ସିରିଜରେ ମଧ୍ୟ ଭାରତ ଭଲ ପ୍ରଦର୍ଶନ କରିଥିଲା । ଆଜି ବିଜୟରୁ ବିଶ୍ବକପ ଅଭିଯାନ ଆରମ୍ଭ କରିବାକୁ ଦଳ ଆଶା ରଖିଛି । ତେବେ କ୍ରିକେଟର ଦୁଇ ଚିର ପ୍ରତିଦ୍ୱନ୍ଦୀ ଅଷ୍ଟ୍ରେଲିଆ ଏବଂ ଇଣ୍ଡିଆ ମ୍ୟାଚ ଦେଖିବାକୁ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି କ୍ରିକେଟ ପ୍ରେମୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା