Masthead

ଟ୍ରକକୁ ପଛରୁ ପିଟିଲା ବସ, ୨୦ ଆହତ

ସୋର (ବଡ଼ ଖବର ବ୍ୟୁରୋ): ଟ୍ରକକୁରୁ ଧକା ଦେଲା ଟୁରିଷ୍ଟ ବସ, ୨୦ରୁ ଅଧିକ ଯାତ୍ରୀ ଆହତ । ସୋର ଡାକ୍ତରଖାନାରେ ଭର୍ତ୍ତି । ନେପାଳ ବଙ୍କେ ଅଞ୍ଚଳରୁ ପୁରୀ ତୀର୍ଥ ଯାତ୍ରୀ ନେଇ ଯାଉଥିବା ଟୁରିଷ୍ଟ ଇଣ୍ଡିଆ ନାମକ ଏକ ଘରୋଇ ବସ ୧୬ନଂ ଜାତୀୟ ରାଜପଥ ସୋର କଲଲେଜ ଛକ ମନୋରଞ୍ଜନ ଢ଼ାବା ନିକଟରେ ଛିଡା ହୋଇଥିବାବେଳେ ଏକ ଟ୍ରକ ପଛରୁ ଧକା ଦେଇଥିଲା । ଫଳ ରେ ବସ ରେ ଥିବା ୨୦ ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ । ସ୍ଥାନୀୟ ଲୋକ ଓ ସୋର ପୋଲିସ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ସୋର ଡାକ୍ତରଖାନା ରେ ଭର୍ତ୍ତି କରିଛନ୍ତି । ବସ୍ ଡ଼୍ରାଇଭରଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା