Masthead

ପ୍ରତ୍ୟେକ ମହିଳା ଗ୍ରୁପକୁ ୧୦ ଲକ୍ଷ ଟଙ୍କାର ଋଣ ପ୍ରଦାନ କରାଯାଇଛି

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ): ରାଜକନିକା ବ୍ଲକ ସମ୍ମିଳନୀ କକ୍ଷରେ ତିନି କୋଟି ତେପନ ଲକ୍ଷ ପଚାଶ ହଜାର ଟଙ୍କାର ଚେକ ପ୍ରଦାନ କରିଛନ୍ତି ମନ୍ତ୍ରୀ ପ୍ରତାପ ଦେବ। ମହିଳା ମାନଙ୍କୁ ମିଶନ ଶକ୍ତି ମାଧ୍ୟମରେ ଯୋଡି ଏମେ ସେମି ଜରିଆରେ ରାଜକନିକା ବ୍ଲକର ୧୨ ଟି ପଞ୍ଚାୟତର ୬୩ଟି ଏସ ଏଚ ଜି ମହିଳା ଗ୍ରୁପକୁ ପ୍ରଦାନ କରାଯାଇଛି। ମହିଳା ମାନଙ୍କୁ ସଶକ୍ତି କରଣ କରିବା ଉଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କର ଏହି ଯୋଜନା କାର୍ୟ୍ୟକାରୀ କରାଯାଇ ପ୍ରତ୍ୟକ ମହିଳା ଗ୍ରୁପକୁ ୧୦ଲକ୍ଷ ଟଙ୍କାର ଋଣ ପ୍ରଦାନ କରାଯାଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି