Masthead

ଅସୁସ୍ଥତା କାରଣରୁ ଖେଳିବେନି ଶୁବମନ ଗିଲ୍‌

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଶ୍ୱକପ୍‌ କ୍ରିକେଟ୍‌ରେ ଆଜି ଭାରତର ପ୍ରଥମ ପରୀକ୍ଷା । ଚେନ୍ନାଇ ଚିଦାମ୍ବରମ୍‌ ଷ୍ଟାଡିୟମରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ ।  ବିଜୟରୁ ଅଭିଯାନ ଆରମ୍ଭ କରିବାକୁ ଉଦ୍ୟମ କରିବେ ଦୁଇ ଦଳ । ପ୍ରଥମେ ବୋଲିଂ କରିବ ଭାରତ । ଟସ ଜିତି ଅଷ୍ଟ୍ରେଲିଆ କଲା ବ୍ୟାଟିଂ କରିବାର ନିଷ୍ପତ୍ତି । ଅସୁସ୍ଥତା କାରଣରୁ ଖେଳିବେନି ଶୁବମନ ଗିଲ । ଗିଲଙ୍କ ଜାଗାରେ ଖେଳିବେ ଇଷାନ କେଶନ । ଚେନ୍ନାଇଠାରେ ମୁହାଁମୁହିଁ ହୋଇଛନ୍ତି ଦୁଇ ଟିମ୍ ।ତେବେ  ଅଷ୍ଟ୍ରେଲିଆ ଏବଂ ଇଣ୍ଡିଆ ମ୍ୟାଚ ଦେଖିବାକୁ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି କ୍ରିକେଟ ପ୍ରେମୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା