Masthead

ବ୍ରିଜ ଉପରୁ ଖସିପଡ଼ିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ଲୋକେ

ଭଦ୍ରକ(ବଡ଼ ଖବର ବ୍ୟୁରୋ): ଭଦ୍ରକ୧୬ ନମ୍ବର ଜାତୀୟ ରାଜପଥରେ ଅଘଟଣ । ପୋଲ ଉପରୁ ଭାରସାମ୍ୟ ହରାଇ ଖସି ପଡ଼ିଲା ଟ୍ରକ । ଟ୍ରକ ଖସିପଡିବା ଫଳରେ ରାସ୍ତା ଉପରେ ଠିଆ ହୋଇଥିବା ଏକ ବାଇକ ଚାପି ହୋଇଥିବା ବେଳେ ବାଇକ ଚାଳକ ଅଳ୍ପକେ ବର୍ତ୍ତିଯାଇଛନ୍ତି । ତେବେ ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଚରମ୍ପା ନିକଟରେ ପୋଲରୁ ଖସି ପଡିଛି ଲୁହା ବୋଝେଇ ଟ୍ରକ ।

ଟ୍ରକଟି ଏକ ବାଇକ ଉପରେ ପଡିଯାଇଥିବା ବେଳେ ବାଇକ ଚାଳକ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଟ୍ରକଟି ଅନୁଗୁଳରୁ ରଡ ବୋଝେଇ କରି ବାରିପଦା ଅଭିମୁଖେ ଯାଉଥିବା ବେଳେ କୌଣସି କାରଣ ବଶତଃ ତଳକୁ ଖସିପଡ଼ିଥିଲା । ଟ୍ରକର ଡ୍ରାଇଭର ସୁରକ୍ଷିତ ଥିବା ବେଳେ ଟ୍ରକ ଟି ଅନେକାଂଶରେ କ୍ଷତି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ