Masthead

ସାଇବର ଅପରାଧ ରୋକିବା ପାଇଁ ସାଇବର ସୁରକ୍ଷା ଅଭିଯାନ ଅନୁଷ୍ଠିତ

ସୋନପୁର(ବଡ଼ ଖବର ବ୍ୟୁରୋ): ସାଇବର ଅପରାଧ ରୋକିବା ପାଇଁ ଜିଲ୍ଲା ପୋଲିସ ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା ତରଭା ବିଜ୍ଞାପିତ ଅଞ୍ଚଳ ପରିଷଦ ଅଞ୍ଚଳରେ ସାଇବର ସୁରକ୍ଷା ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ତରଭା ପେଟ୍ରୋଲ ପମ୍ପ ଛକ ଠାରୁ ସାଇବର ସୁରକ୍ଷା ରଥକୁ ତରଭା ପୋଲିସ ଏବଂ ସାଧାରଣ ଜନତାଙ୍କ ପକ୍ଷରୁ ସ୍ୱାଗତ କରାଯାଇଥିଲା କ୍ଷ ଏହା ଆସନ୍ତା ଅକ୍ଟୋବର ୧୫ ତାରିଖ ଯାଏଁ ସାରା ଜିଲ୍ଲା ପରୀକ୍ରମା କରିବ । ସମସ୍ତେ ସାଇବର ଅପରାଧକୁ ରୋକିବା ପାଇଁ ମିଳିତ ଭାବେ ପ୍ରୟାସ କଲେ ସାଇବର ଅପରାଧ ରୋକାଯାଇ ପାରିବ ବୋଲି ଏସଡିପିଓ ମତ ପ୍ରକାଶ କରିଛନ୍ତି ।ଏକ ଭବ୍ୟ ସମ୍ବର୍ଦ୍ଧନା ପରେ ସାରା ସହର ପରିକ୍ରମା କରାଯାଇଥିଲା କ୍ଷ ତରଭା ସହର ପରେ ତରଭା ବାଳକ ଉଚ୍ଚ ବିଦ୍ୟାଳୟ ଏବଂ ତରଭା ଏଇଏସ କଲେଜ ରେ ସାଇବର ସଚେତନତା ସଭା ଅନୁଷ୍ଠିତ ହୋଇଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା