Masthead

ଆଜି ୫ ରାଜ୍ୟ ବିଧାନସଭା ନିର୍ବାଚନ ପାଇଁ ହେବ ତାରିଖ ଘୋଷଣା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ୫ରାଜ୍ୟ ପାଇଁ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବ । ଆଜି ମଧ୍ୟାହ୍ନ ୧୨ଟାରେ ସାମ୍ବାଦିକ ସମ୍ମିଳନୀ କରିବେ ନିର୍ବାଚନ ଆୟୋଗ । ଏଥିରେ ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ନିର୍ବାଚନ ତାରିଖ ଘୋଷଣା କରାଯିବ ବୋଲି ସୂଚନା ଦିଆଯାଇଛି ।  ମିଜୋରାମ, ଛତିଶଗଡ଼, ମଧ୍ୟପ୍ରଦେଶ, ରାଜସ୍ଥାନ, ଓ ତେଲେଙ୍ଗାନା ପାଇଁ ତାରିଖ ଘୋଷଣା କରାଯିବ । ନଭେମ୍ବରର ଦ୍ୱିତୀୟ ସପ୍ତାହରୁ ଡିସେମ୍ବର ପ୍ରଥମ ସପ୍ତାହ ମଧ୍ୟରେ ମତଦାନ ହୋଇପାରେ । ଡିସେମ୍ବର ୧୫ ସୁଦ୍ଧା ଫଳାଫଳ ପ୍ରକାଶ କରାଯାଇ ପାରେ ବୋଲି କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା