Masthead

ଖରସ୍ରୋତାରେ କୁମ୍ଭୀର ଆତଙ୍କ

ରସୁଲପୁର, (ବଡ଼ ଖବର ବ୍ୟୁରୋ): ଖରସ୍ରୋତା ନଦୀରେ କୁମ୍ଭୀର ଆତଙ୍କ । ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ଜୋକଡିଆ ବ୍ୟାରେଜ ନିକଟରେ ଗତକାଲି ଅପରାହ୍ନରେ ଏକ କୁମ୍ଭୀର ଦେଖାଯିବା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ଗତକାଲି ଖରସ୍ରୋତା ନଦୀ ପଠାରେ ଖେଳୁଥିବା ସମୟରେ କିଛି ପିଲା ପ୍ରଥମେ ଏହି କୁମ୍ଭୀରଟିକୁ ଦେଖିଥିଲେ । ପରେ ସ୍ଥାନୀୟ ଅଞ୍ଚଳରେ ଏହି ଖବର ପ୍ରଚାର ହୋଇଯାଇଥିଲା। କୁମ୍ଭୀରକୁ ଦେଖିବାକୁ ସ୍ଥାନୀୟ ଲୋକେ ଭିଡ ଜମାଇଥିଲେ। ପାଖାପାଖି ୫ ଫୁଟ ଲମ୍ବର ଏହି କୁମ୍ଭୀରଟି ଗତକାଲି ବିଭିନ୍ନ ସମୟରେ ନଦୀ କୂଳକୁ ଆସି ପୁଣି ନଦୀର ଗଭୀର ଜଳକୁ ଚାଲି ଯାଉଥିବା ଲୋକେ ଦେଖିଥିଲେ । ଖବର ପାଇ ବନବିଭାଗ କର୍ମଚାରୀ ସେଠାରେ ପହଞ୍ଚିବା ବେଳକୁ କୁମ୍ଭୀରଟି ନଦୀ ଭିତରକୁ ଚାଲିଯାଇଥିଲା। ତେବେ ଗତ କାଲିଠାରୁ ବନବିଭାଗ କର୍ମଚାର ମାନେ ନଦୀ କୂଳରେ ପ୍ରହରା ଦେବାସହ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ନଦୀକୁ ନଯିବା ପାଇଁ ଲୋକଙ୍କୁ ପରାମର୍ଶ ଦେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ