Masthead

ନିର୍ବାଚନ କମିଶନ ନିରପେକ୍ଷ ଭାବରେ ନିର୍ବାଚନ ପରିଚାଳନା କରିବେ ବୋଲି ଆଶା ରଖିଛନ୍ତି ନରସିଂହ ମିଶ୍ର

ଭୁବେନେଶ୍ୱର (ବଡ଼ ଖବର ବ୍ୟୁରୋ): ଦେଶର ୫ ରାଜ୍ୟରେ ନିର୍ବାଚନ ତାରିଖ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ବିଧାୟକ ନରସିଂହ ମିଶ୍ର । ନିର୍ବାଚନ ହେବାକୁ ଥିବା ୫ ରାଜ୍ୟ ମଧ୍ୟରୁ ଚାରିଟି ରାଜ୍ୟରେ କଂଗ୍ରେସ ସରକାର ଗଠନ କରିବ । ଏପରିକି ବିଜେପି କୌଣସି ରାଜ୍ୟରେ ସରକାର ଗଠନ କରି ପାରିବ ନାହିଁ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି ନରସିଂହ ମିଶ୍ର ।ତେବେ ଏହି ୫ଟି ରାଜ୍ୟରେ ନିର୍ବାଚନ ପାଇଁ ଠିକ୍ ସମୟରେ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି । ଏବଂ ନିର୍ବାଚନ କମିଶନ ନିରପେକ୍ଷ ଭବରେ ନିର୍ବାଚନ ପରିଚାଳନା କରିବେ ବୋଲି ଆଶା ରଖିଛନ୍ତି ନରସିଂହ । ଏପଟେ ଓଡ଼ିଶାରେ ନିର୍ବାଚନ ପାଇଁ ଆହୁରି ୫ ମାସ ସମୟ ବାକି ଅଛି । ଯେଉଁ ସମୟରେ ହେବା କଥା ସେ ସମୟରେ ନିର୍ବାଚନ ହେବ । ହେଲେ ଏଥର ଓଡିଶାରେ ଶାସନ ପରିବର୍ତ୍ତନ ହେବ ବୋଲି ଆଶାବ୍ୟକ୍ତ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଓ ଆଉ ଏଥିରେ କଂଗ୍ରେସ ଲାଭବାନ୍ ହେବ ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା