Masthead

ପରଲୋକରେ ପୂର୍ବତନ ଡିଜିପି ଶରତ ମିଶ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୂର୍ବତନ ଡିଜିପି ଶରତ ଚନ୍ଦ୍ର ମିଶ୍ରଙ୍କର ୮୮ ବର୍ଷ ବୟସରେ ପରଲୋକ ହୋଇଛି । ଗତ କିଛି ଦିନ ହେବ ସେ ଡେଙ୍ଗୁରେ ଆକ୍ରାନ୍ତ ଥିଲେ । ଡେଙ୍ଗୁ ଚିହ୍ନଟ ହେବା ପରେ ଗୁରୁତର ହୋଇଯାଇଥିଲେ । ଫଳରେ ତାଙ୍କର ଚିକିତ୍ସା ଚାଲିଥିଲା ।

କିନ୍ତୁ ଆଜି ସକାଳ ୭ଟା୨୪ ମିନିଟ୍ ସମୟରେ ତାଙ୍କା ଦେହାନ୍ତ ହୋଇଛି । ଏନେଇ ସୂଚନା ଦେଇଛନ୍ତି ତାଙ୍କ ଭାଇ ବିପିନ ବିହାରୀ ମିଶ୍ର । ୧୯୫୯ ବ୍ୟାଚର ଅବସରପ୍ରାପ୍ତ ଆଇପିଏସ୍ ଅଫିସର ଥିଲେ ଶରତ ମିଶ୍ର । ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାର ମଧ୍ୟ ପାଇଥିଲେ ଶରତ ମିଶ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ