Masthead

ଜନସମ୍ପର୍କ ପଦଯାତ୍ରାରେ ହଟହଟା ହେଲେ ବିଧାୟକ ଦିବ୍ୟଶଙ୍କର ମିଶ୍ର

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ):  ବିଧାୟକ ଦିବ୍ୟଶଙ୍କର ହଟହଟା । ଜନସମ୍ପର୍କ ପଦଯାତ୍ରାରେ ହଟହଟା ହେଲେ ଦିବ୍ୟଶଙ୍କର । ମହିଳାଙ୍କ ପ୍ରଶ୍ନବାଣରେ ହେଲେ ଘାଇଲା । ଜୁନାଗଡ଼ ବ୍ଲକ ନାନ୍ଦୋଳ ପଞ୍ଚାୟତର ବାଦଲଦେଇ ଗାଁରେ ଜୁନାଗଡ଼ ବିଧାୟକ ଦିବ୍ୟଶଙ୍କର ମିଶ୍ର ଜନସମ୍ପର୍କ ପଦଯାତ୍ରା କରିଥିଲେ । ଗାଁର ମହିଳାମାନେ ନିଜ ସମସ୍ୟା ନେଇ ବିଧାୟକଙ୍କୁ ପ୍ରଶ୍ନ କରିଥିଲେ । ନାନ୍ଦୋଳ ପଂଚାୟତର ୮୦ରୁ ଅଧିକ ପରିବାର ଜାରିଙ୍ଗରେ ଥିବା ପତରା ଜମିରେ ଚାଷ କରି ପରିବାର ପ୍ରତିପୋଷଣ କରନ୍ତି କିନ୍ତୁ ଏହି ଜମି ସରକାର ଇଡକୋକୁ ବିକି୍ର କରିଛନ୍ତି ।

ଏବେ ଏହି ଜମିରେ ଇଥାନାଇଲ ଫ୍ୟାକ୍ଟି୍ର ନିର୍ମାଣ ଚାଲିଛି । ଯାହାଦ୍ୱାରା ୮୦ ପରିବାର ଏବେ ଅନେକ ସମସ୍ୟାର ସମ୍ମୁଖିନ ହେଉଛନ୍ତି । ଅନେକ ଗରିବଲୋକ ଚାଷ କରି ଗୁଜୁରାଣ ମେଣ୍ଟାଉଥିବା ବେଳେ ଏମାନଙ୍କ ପେଟରେ ସରକାର ଲାତ ମାରିଥିବା ମହିଳାମାନେ ଅଭିଯେ୍ଧଜ୍ଞ କରିଛନ୍ତି । ବିଧାୟକ ଠାରୁ ଆରମ୍ଭ କରି ଜିଲ୍ଲାପାଳ, ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ ସୁଦ୍ଧା କୌଣସି ସୁଫଳ ମିଳିନଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା