Masthead

ବଢିଲା ଟିମ୍ ଇଣ୍ଡିଆର ମୁଣ୍ଡବିନ୍ଧା, ହସ୍ପିଟାଲରେ ଭର୍ତ୍ତି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ହସ୍ପିଟାଲରେ ଭାରତୀୟ କ୍ରିକେଟ ଖେଳାଳୀ ଶୁବମନ ଗିଲ । ଶରୀରରେ ପ୍ଲେଟଲେଟ କମିବାରୁ ସ୍ୱାସ୍ଥ୍ୟବସ୍ଥା ଖରାପ ହୋଇଛି । ଫଳରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ୨୦୨୩ ବିଶ୍ୱକପ୍ ଆରମ୍ଭ ପୂର୍ବରୁ ଶୁବମନ ଗିଲ ଡେଙ୍ଗୁରେ ଆକ୍ରାନ୍ତ ଥିଲେ । ଡେଙ୍ଗୁରେ ଆକ୍ରାନ୍ତ ଯୋଗୁ ଶରୀରରେ ପ୍ଲେଟଲେଟ କମିବାରୁ ଟିମ୍ ଇଣ୍ଡିଆଠାରୁ ଦୂରେଇ ରହିଛନ୍ତି ଶୁବମନ ଗିଲ ।

ଏଥିପାଇଁ ଚେନ୍ନାଇରେ ଅଷ୍ଟ୍ରେଲିଆ ବିପକ୍ଷ ଭାରତର ପ୍ରଥମ ମ୍ୟାଚ ଖେଳି ନାହାନ୍ତି ଶୁବମନ । ଏବଂ ଆଫଗାନିସ୍ଥାନ ବିପକ୍ଷରେ ମଧ୍ୟ ଖେଳିବେ ନାହିଁ । ଅକ୍ଟୋବର୧୪ରେ ପାକିସ୍ଥାନ ବିପକ୍ଷରେ ହେବାକୁ ଥିବା ମ୍ୟାଚ ମଧ୍ୟ ଖେଳିବାର ସମ୍ଭାବନା କମ୍ ରହିଛି । କାରଣ ବର୍ତ୍ତମାନର ପରିସ୍ଥିତିକୁ ଦେଖିଲେ ସେତେବେଳ ଯାଏଁ ଶୁଭମନ ସମ୍ପୁର୍ଣ୍ଣ ସୁସ୍ଥ ହେବାର ସମ୍ଭାବନା କମ୍ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ