Masthead

ବର୍ଷାଙ୍କ ଉଦ୍ଦେଶ୍ୟରେ ଅନୁଭବ ପୋଷ୍ଟକଲେ ଆଉ ଏକ ଭିଡିଓ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଅନୁଭବ ଓ ବର୍ଷାଙ୍କ ମଧ୍ୟରେ ଚାଲିଥିବା ପାରିବାରିକ ବିବାଦକୁ ନେଇ ସବୁଠି ଚର୍ଚ୍ଚା । ଦିନଥିଲା ଏମାନଙ୍କ ପ୍ରେମକୁ ନେଇ ସାରା ଓଡିଶାରେ ଚର୍ଚ୍ଚା ହେଉଥିଲା । କିନ୍ତୁ ଏବେ କଥା ପୁରା ଓଲଟା । ଏହାରି ମଧ୍ୟରେ ବର୍ଷାଙ୍କ ଉଦ୍ଦେଶ୍ୟରେ ଆଉ ଏକ ନୂଆ ଭିଡିଓ ସେୟାର କରିଛନ୍ତି ଅଭିନେତା ସ୍ୱାମୀ ଅନୁଭବ ମହାନ୍ତି ।

ସେ କହିଛନ୍ତି ଆମେ ରାତିରେ ଶୋଇପାରୁନୁ । ଆମ ପରିବାର ଶୋଇ ପାରୁନି । ବାପା, ମା’ ଓ ପରିବାର ମୋ ପାଇଁ ସବୁକିଛି । ଭଲ ମଣିଷ ହିସାବରେ ଛାଡପତ୍ରକୁ ସ୍ୱୀକାର କରନ୍ତୁ । ଶାନ୍ତି ଶୃଙ୍ଖଳାର ସହ ଅଲଗା ହେବାକୁ ବର୍ଷାଙ୍କୁ ଅନୁରୋଧ କରିଛନ୍ତି ଅନୁଭବ । ଅନୁଭବ କହିଛନ୍ତି କାରଣ ଯାହା ବି ହେଉ ଆମ ବିବାହ ବିଫଳ ହୋଇଛି । ସ୍ୱାମୀ ସ୍ତ୍ରୀ ହୋଇ ରହିପାରିଲେ ନାହିଁ କିନ୍ତୁ ବିଚ୍ଛେଦ ପରେ ଭଲ ବନ୍ଧୁ ହୋଇ ରହିପାରିବା ବୋଲି ବର୍ଷାଙ୍କୁ ଭିଡିଓରେ ଅନୁରୋଧ କରିଛନ୍ତି ଅନୁଭବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼