Masthead

ଗ୍ରାମାଞ୍ଚଳର ବିକାଶ ପାଇଁ ସରକାର ଧ୍ୟାନ ଦେଇଛନ୍ତି: ଅତନୁ ସବ୍ୟସାଚୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଆମ ଓଡ଼ିଶା ନବୀନ ଓଡ଼ିଶା ବିଜ୍ଞାପନରେ ଶଙ୍ଖ ଚିଂହ କୁ ନେଇ ନେଇ ବିରୋଧୀଙ୍କ ଅଭିଯୋଗ ଉପରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ମନ୍ତ୍ରୀ ଅତନୁ ସବ୍ୟସାଚୀଙ୍କ ପ୍ରତିକ୍ରିୟା। ଗ୍ରାମାଞ୍ଚଳର ବିକାଶ ପାଇଁ ସରକାର ଧ୍ୟାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ବିଭିନ୍ନ କାର୍ୟ୍ୟକ୍ରମ ହାତକୁ ନିଆଯାଇଛି। ଲୋକଙ୍କ ପାଖରୁ ଅନୁରୋଧ ଆସିବା ପରେ ଆର୍ଥିକ ବ୍ୟବସ୍ଥା କରାଯାଉଛି। ନିର୍ଦ୍ଧିଷ୍ଟ ସମୟ ସୀମାମଧ୍ୟରେ କାମ ସରିବ। ବିଜେପି ଆପତି କରିବାରେ କିଛି ସମସ୍ୟା ନାହିଁ। ଶଙ୍ଖ ପବିତ୍ରତାର ପ୍ରତୀକ। କେନ୍ଦ୍ରର ଜନଔଷଧି ନାମ କଣ ରଖା ଯାଇଛି ବୋଲି ପ୍ରଶ୍ନ କରିଛନ୍ତି ଅତନୁ। କେନ୍ଦ୍ରର ଜନଔଷଧି କାର୍ୟ୍ୟକ୍ରମକୁ ବିଜେପି ନାରେ ନାମିତ କରାଯାଇଛି ବୋଲି ଅଭିଯୋଗ କରିଛନ୍ତି ମନ୍ତ୍ରୀ। ଶଙ୍ଖ ଚିହ୍ନ କୁ ନେଇ କୌଣସି ବ୍ରାଣ୍ଡିଙ୍ଗ କରାଯାଉନି। ବିଜେଡି ଲୋକଙ୍କ ପାଖକୁ ଯାଉଛି। ସେମାନେ ଲୋକଙ୍କ ପାଖକୁ ଯାଇ ପାରିନାହାନ୍ତି,ଅଦାଲତକୁ ଯିବେ ବୋଲି କହି କଟାକ୍ଷ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା