ଆମ ଓଡ଼ିଶା ନବୀନ ଓଡ଼ିଶାକୁ ବିଜେପିର ଚ୍ୟାଲେଞ୍ଜ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିବାଦରେ ଆମ ଓଡ଼ିଶା ନବୀନ ଓଡ଼ିଶା। ଉଦଘାଟନ ପୂର୍ବରୁ ଆମ ଓଡିଶା ନବୀନ ଓଡିଶାକୁ ଚ୍ୟାଲେଞ୍ଜ କଲା ବିଜେପି । କାର୍ଯ୍ୟକ୍ରମର ସରକାରୀ ବିଜ୍ଞାପନରେ ଶଙ୍ଖ ଚିହ୍ନକୁ ନେଇ ଆପତି ଉଠାଇଲା ବିଜେପି । ଅଦାଲତକୁ ଯିବା ପାଇଁ ବିଜେପି ଦେଲା ଚେତାବନୀ। ଶଙ୍ଖରେ ବିଜେଡି ରାଜ୍ୟ ଚଳାଇବାକୁ ଚାହୁଁଛି । ଭୟଭୀତ ଅଛନ୍ତି ନବୀନ ପଟ୍ଟନାୟକ। ନିର୍ବାଚନକୁ ଦୃଷ୍ଟିରେ ରଖି ଏହି ଯୋଜନା ଖାଲି ବହସ୍ପଟ । ନେତାଙ୍କ କ୍ଷମତାକୁ ଗୌଣ ଛଡ଼ା ଆଉ କିଛି ନୁହେଁ।କିଏ ଯୋଜନାକୁ କାର‌୍ୟ୍ୟକାରୀ କରିବା ତାହା ବି ସ୍ପଷ୍ଟ ହୋଇନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’