Masthead

ବଡ଼ ଖବର ପ୍ରଭାବ : ଆରମ୍ଭ ହେଲା ଅନଲାଇନ କ୍ଲାସ

କୃଷ୍ଣପ୍ରସାଦ,(ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ କନ୍ଦାଖାଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅନଲାଇନ କ୍ଲାସ ହେଉନଥିବା ଶୀର୍ଷକ ଖବର ‘ବଡ଼ ଖବର’ରେ ପ୍ରସାରଣ ପରେ ତପ୍ତର ହୋଇଉଠିଛନ୍ତି ବିଦ୍ୟାଳୟର କର୍ମଚାରୀ । ବିଦ୍ୟାଳୟର ଅଧ୍ୟକ୍ଷ, ଅଧ୍ୟାପକ, ଅଧ୍ୟାପିକା ଆଜି କାର୍ଯ୍ୟକ୍ଷେତ୍ରରେ ଯୋଗ ଦେଇଛନ୍ତି । ଉଲ୍ଲେଖଯୋଗ୍ୟ, ଦୁଇଦିନ ପୂର୍ବରୁ ଉକ୍ତ ବିଦ୍ୟାଳୟରେ କୌଣସି ଦିନ ଅନଲାଇନ କ୍ଲାସ ନ ହେବା ଏବଂ ଅଧ୍ୟାପିକା ଅଧ୍ୟାପକ କଲେଜକୁ ନ ଆସୁଥିବାରୁ ଛାତ୍ରଛାତ୍ରୀମାନେ ଅନେକ ଅସୁବିଧାରେ ସମ୍ମୁଖୀନ ହେଉଥିଲେ । ଉକ୍ତ ଖବର ପ୍ରସାରଣ ପରେ କନ୍ଦାଖାଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ କର୍ମଚାରୀ ଆସି ନିଜ ନିଜର ଡ୍ୟୁଟି ଆରମ୍ଭ କରିଛନ୍ତି । ଛାତ୍ର ଛାତ୍ରୀ ମାନଙ୍କୁ ନେଇ ଅନ ଲାଇନି କ୍ଲାସ ମଧ୍ୟ ଆରମ୍ଭ ହୋଇଥିବା ଜଣାପଡିଛି । ବଡ଼ ଖବର ଚାନେଲ ଏପରି ପ୍ରୟାସ କୁ ଅଭିବାବକ ,ଶିକ୍ଷାବିତ, ବୁଦ୍ଧିଜିବୀ ମହଲରେ ବେଶ ପ୍ରଶଂସାର ସୁଅ ଛୁଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ