Masthead

ବିଶ୍ୱକପ୍‌ କ୍ରିକେଟ୍‌: ଆଜି ଆଫଗାନିସ୍ତାନକୁ ଭେଟିବ ଭାରତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ବିଶ୍ୱକପ୍‌ କ୍ରିକେଟ୍‌ରେ ଆଜି ଆଫଗାନିସ୍ତାନକୁ ଭେଟିବ ଭାରତ । ଦିନ ୨ଟାରେ ନୂଆଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମରେ ମୁହାଁମୁହିଁ ହେବେ ଦୁଇ ଦଳ । ପ୍ରଥମ ଥର ପାଇଁ ଘରୋଇ ପରିବେଶରେ ଆଫଗାନିସ୍ତାନକୁ ଭାରତ ଭେଟବାକୁ ଯାଉଛି । ପ୍ରଥମ ମ୍ୟାଚରେ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିବା ଭାରତୀୟ ଦଳର ମନୋବଳ ଦୃଢ ରହିଛି । ଆଜିର ମ୍ୟାଚ ଜିତି ବିଶ୍ବକପ ଅଭିଯାନରେ ବିଜୟ ଅଭିଯାନ ଜାରି ରଖିବାକୁ ଉଦ୍ୟମ କରିବ ଭାରତ ।

ଏପଟେ ପ୍ରଥମ ମ୍ୟାଚରେ ବାଂଲାଦେଶଠାରୁ ପରାଜିତ ଆଫଗାନିସ୍ତାନ ଟିମ୍ ଚାପରେ ରହିଛି । ବିଶ୍ବକପରେ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ମୋଟ ୩ଟି ମ୍ୟାଚ ଖେଳାଯାଇଛି । ୨ଟି ମ୍ୟାଚରେ ଭାରତ ବିଜୟୀ ହୋଇଥିବା ବେଳେ ଗୋଟିଏ ମ୍ୟାଚ ଟାଇ ରହିଛି । ଏଣୁ ଭାରତର ପଲ୍ଲା ଭାରି ରହିଛି ।ବିଜୟ ଅଭିଯାନ ବଜାୟ ରଖିବା ଲକ୍ଷ୍ୟରେ ଟିମ୍‌ ଇଣ୍ଡଆ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା