Masthead

ଆଜି ରାଷ୍ଟ୍ରପତିଙ୍କ ପ୍ରଥମ କାଶ୍ମୀର ଗସ୍ତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ପ୍ରଥମ ଥର ପାଇଁ କାଶ୍ମୀର ଗସ୍ତରେ ଯିବେ । କାଶ୍ମୀର ବିଶ୍ୱ ବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ସମାବର୍ତ୍ତନ ଉତ୍ସବରେ ୪୦୦ ଛାତ୍ରଛାତୀଙ୍କୁ ସ୍ୱର୍ଣ୍ଣ ପଦକ, ପିଏଚଡି ଓ ଏମ୍‌ଫିଲ୍ ଡିଗ୍ରୀ ପ୍ରଦାନ କରିବେ । ଏଥିସହ ଶ୍ରୀନଗର ଏକ ଲାଇଟ ଆଣ୍ଡ ସାଉଣ୍ଡ ସୋରେ ମଧ୍ୟ ଯୋଗ ଦେବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କାଶ୍ମୀର ଉପତ୍ୟକାରେ କଡା ସୁରକ୍ଷା ଗ୍ରହଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼