Masthead

୮୧ ବର୍ଷର ପାଦ ଥାପିଲେ ଅମିତାଭ ବଚ୍ଚନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ୮୧ ବର୍ଷରେ ପାଦ ଥାପିଲେ ବଲିଉଡର ବର୍ଷିଆନ୍ ଅଭିନେତା ଅମିତାଭ ବଚ୍ଚନ । ଜନ୍ମ୍ୱଦିନ ପାଳନ କରିବାକୁ ଅମିତାଭଙ୍କ ବାସଭବନ ଆଗରେ ଅନେକ ପ୍ରଶଂସକ ଏକାଠି ହୋଇଥିଲେ । ବିଗ ବି ମଧ୍ୟ ହାତ ହଲାଇ ଶୁଭେଚ୍ଛୁଙ୍କ ଅଭିବାଦନକୁ ଗ୍ରହଣ କରି ପ୍ରଶଂସକଙ୍କ ଉତ୍ସାହ ବଢାଇଥିଲେ ।

ସବୁଥର ପରି ଏଥର ମଧ୍ୟ ପ୍ରଶଂସକଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ବାହାରକୁ ଆସିବାବେଳେ ଜୋତା ପିନ୍ଧିନଥିଲେ । ଏଥିପାଇଁ ସେ ଏକ ପୋଷ୍ଟରେ କହିଛନ୍ତି କେହି କ’ଣ ମନ୍ଦିରକୁ ଜୋତା ପିନ୍ଧି ଯାଆନ୍ତି କି ? ଶୁଭେଚ୍ଛୁମାନେ ମୋ ପାଇଁ ମନ୍ଦିର । ଏହାସହ ଜନ୍ମଦିନ ଅବସରରେ ଏକ ପୋଷ୍ଟ କରି ଲେଖିଛନ୍ତି ‘ ଆପଣମାନଙ୍କ ଆର୍ଶୀବାଦ ମୋର ସୌଭାଗ୍ୟ’ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି