Masthead

ପଦଯାତ୍ରାବେଳେ ଗୋଷ୍ଠୀ କନ୍ଦଳ, ପୂର୍ବତନ ବିଧାୟିକାଙ୍କୁ ଆକ୍ରମଣ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ); ଗୌତମୀ ଗ୍ରାମ ପଞ୍ଚାୟତରେ ବିଜେଡିର ପଦଯାତ୍ରାରେ ବେଳେ ଗୋଷ୍ଠୀ କନ୍ଦଳ। ପୂର୍ବତନ ବିଧାୟିକା ନନ୍ଦିନୀ ଦେବୀଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ। ଗଞ୍ଜାମରେ ଏବେ ବିଜେଡି ବିଜେଡି ମଧରେ ବିରୋଧର ଆଭାସ ।

ମଙ୍ଗଳବାର ଦିନ ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ଗୌତମୀ ଗ୍ରାମରେ ପଦ ଯାତ୍ରା ସମୟରେ ପୂର୍ବତନ ବିଧାୟିକା ନନ୍ଦିନୀ ଦେବୀଙ୍କୁ ବିରୋଧ ପ୍ରଦର୍ଶନ କରୁଛନ୍ତି।ଏହି କିଛି ଭିଡିଓ ଏବେ ସୋସିଆଲ ମିଡ଼ିଆ ରେ ଭାଇରାଲ ହେବାରେ ଲାଗିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା