Masthead

ଆଇରନ ଟ୍ରକକୁ ପଛପଟୁ ଧକ୍କାଦେଲା ଆମ୍ବୁଲାନ୍ସ

କେନ୍ଦୁଝର(ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଘଟଗାଁ ଥାନା ପିପିଳିଆ ନିକଟରେ ଆଇରନ୍ ଟ୍ରକକୁ ପଛପଟୁ ଧକ୍କା ଦେଲା ଅତ୍ୟାଧୁନିକ ଓମବାଡିସି ଆମ୍ବୁଲାନ୍ସ। ଆମ୍ବୁଲାନ୍ସ ଚୁରମାର । ଆମ୍ବୁଲାନ୍ସ ଡ୍ରାଇଭର ଏବଂ ଅନ୍ୟ ଜଣେ କର୍ମଚାରୀ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ।

ଗତକାଲି ରାତି ଢେଙ୍କିକୋଟ ନିକଟବର୍ତ୍ତି ଏକ ଗାଁରୁ ଜଣେ ରୋଗୀକୁ କେନ୍ଦୁଝର ମୁଖ୍ୟଚିକିତ୍ସାଳୟରେ ଛାଡି କେନ୍ଦୁଝରରୁ ଘଟଗାଁ ଫେରୁଥିବା ସମୟରେ ଏହି ଦୁର୍ଘଟଣାଟି ଘଟିଥିବା ସୁଚନା ମିଳିଛି । ଅନ୍ୟପକ୍ଷରେ ଘଟଣାସ୍ଥଳରେ ପୋଲିସ୍ ପହଂଚି ଆମ୍ବୁଲାନ୍ସଟିକୁ ଜବତ କରିବା ସହିତ ତଦନ୍ତ ଚଲାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ