Masthead

ଅଙ୍ଗନଦୀରେ ବିରଳ ପ୍ରଜାତିର ମାଛ

ଅତାବିରା(ବଡ଼ ଖବର ବ୍ୟୁରୋ): ବରଗଡ ଜିଲ୍ଲା ଗାଇସିଲେଟ ବ୍ଲକ ଭେଲୁଆପଦରରୁ ରାଇସଲପଦର ଅଙ୍ଗନଦୀରେ ଗତ କାଲିଠାରୁ ଏକ ବିରଳ ପ୍ରଜାତିର ମାଛକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଭୟଭୀତ ପରିସ୍ଥିତି ସୃଷ୍ଟି ହୋଇଛି । ନଦୀକୁ ଗାଧୋଇବା ପାଇଁ ଓ ମାଛ ଧରିବା ପାଇଁ ଯାଉଥିବା ଲୋକମାନେ ଏହି ବିରଳ ପ୍ରଜାତିର ମାଛ ଯାହାକୁ ଶିଲ ମାଛ କୁହାଯାଏ ବା ସିଲ ମାଛ କୁହାଯାଏ । ଏହି ପ୍ରଜାତିର ମାଛ ପ୍ରାୟତଃ ସମୁଦ୍ର ଉପକୂଳ ବର୍ତ୍ତି ଅଞ୍ଚଳରେ ରୁହନ୍ତି । ତାହା ସମୁଦ୍ରରୁ ମହାନଦୀ ଦେଇ ଏହି ଅଙ୍ଗ ନଦୀକୁ ଆସିଥିବା ଆଲୋଚନା ହୋଇଛି ତେବେ ଏହି ସିଲ ମାଛକୁ ଦେଖି ଭୟଭୀତ ହେଉଛନ୍ତି ଲୋକେ । ଏପରି ବହୁ ମାଛ ଆସୁଥିବା କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?