Masthead

ନରସିଂହପୁରରେ ସାଇବର ସୁରକ୍ଷା ଅଭିଯାନ ଆରମ୍ଭ

ନରସିଂହପୁର(ବଡ଼ ଖବର ବ୍ୟୁରୋ): ଓଡିଶା ପୋଲିସ ପକ୍ଷରୁ ନରସିଂହପୁର ଥାନା ସହଯୋଗରେ ନରସିଂହପୁର କଲେଜ ଓ ନରସିଂହପୁର ଟାଉନରେ ସାଇବର ସୁରକ୍ଷା ସଚେତନତା କାର‌୍ୟ୍ୟକ୍ରମ ଅନୁଷ୍ଠିତ ହୋଇଛି ।

ନରସିଂହପୁର ଥାନା ଅଧିକାରୀ ବିକ୍ରମ କେଶରୀ ଜେନା ନରସିଂହପୁର କଲେଜରେ ଏହି କାର୍ଯ୍ୟକ୍ରମ କରିଥିଲେ। ଏକ ପଥପ୍ରାନ୍ତ ନାଟକ ମାଧ୍ୟମ ରେ ସାଇବର ସଚେତନତା ଉପରେ ଛାତ୍ରଛାତ୍ରୀଙ୍କୁ ବୁଝା ଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼