ଲକ୍ଷ୍ମୀବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ମାଲକାନଗିରିରେ ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁଭାରମ୍ଭ କରି ମୁଁ ବହୁତ ଖୁସି କହିଲେ ମୁଖ୍ୟମନ୍ତ୍ରୀ । ଉଦବୋଧନରେ ମୁଖ୍ୟମନ୍ତ୍ରୀ କହିଛନ୍ତି ମାଲକାନଗିରି ସହ ମୁଁ ସବୁବେଳେ ରହିଛି ।

ମାଲକାନଗିରି ଓଡିଶା ବିକାଶର ଲଞ୍ଚିଂ ପ୍ୟାଡ । ମାଲକାନଗିରିରୁ ବିଜୁ ସ୍ୱାସ୍ଥ୍ୟକଲ୍ୟାଣ ଯୋଜନାର ଶୁଭାରମ୍ଭ କରିଥିଲି । ଗୁରୁପ୍ରିୟା ସେତୁ ମାଲକାନଗିରି ବିକାଶର ମାଇଲଖୁଣ୍ଟ । ଲକ୍ଷ୍ମୀ ଯୋଜନା ଘରେ ଘରେ ଖୁସି ଆଣିବ । ଗଜପତି ଓ କନ୍ଧମାଳରେ ମଧ୍ୟ ଆରମ୍ଭ ହେଲା ଯୋଜନା । ପର୍ଯ୍ୟାୟକ୍ରମେ ସାରା ରାଜ୍ୟରେ ଗଡିବ ଲକ୍ଷ୍ମୀ ବସ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ଝଡବର୍ଷା ସମ୍ଭାବନା, ଆଲର୍ଟ ଜାରି 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ଝଡବର୍ଷା ସମ୍ଭାବନା, ଆଲର୍ଟ ଜାରି 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ