Masthead

ଅହମ୍ମଦାବାଦରେ ପହଞ୍ଚିଲେ ଗିଲ, ଖେଳିପାରନ୍ତି ପାକିସ୍ତାନ ବିପକ୍ଷ ମ୍ୟାଚ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଡେଙ୍ଗୁ ରୋଗରୁ ସୁସ୍ଥ ହେବାପରେ ଅହମ୍ମଦାବାଦରେ ପହଞ୍ଚିଛନ୍ତି ଶୁଭମନ ଗିଲ । ପାକିସ୍ତାନ ବିପକ୍ଷରେ ଭାରତର ମ୍ୟାଚ ଥିବାରୁ ଅହମ୍ମଦାବାଦରେ ପହଞ୍ଚିଛନ୍ତି ଗିଲ୍ । ଡେଙ୍ଗୁରେ ପୀଡିତ ହେବା ପରେ ଷ୍ଟାର ଓପନର ଗିଲ ଚେନନ୍ନାଇରେ ଚିକିତ୍ସିତ ହେଉଥିଲେ । ସେଥିପାଇଁ ସେ ଆଫଗାନିସ୍ତାନ ବିପକ୍ଷ ମ୍ୟାଚ ଖେଳିପାରିନଥିଲେ ।

ବର୍ତ୍ତମାନ ଗିଲ ସୁସ୍ଥ ଥିବା ବିସିସିଆଇର ଜଣେ ଅଧିକାରୀ କହିଛନ୍ତି । ଗିଲ ଦଳ ସହ ଅହମ୍ମଦାବାଦ ମଧ୍ୟ ଯାତ୍ରା କରିବେ । ଓ ପାକିସ୍ତାନ ମ୍ୟାଚରେ ସେ ଦଳ ସହ ଉପସ୍ଥିତ ରହିବେ । ଭାରତ ପାକିସ୍ତାନ ମ୍ୟାଚ ପୂର୍ବରୁ ଗିଲ୍ ସୁସ୍ଥ ହୋଇଥିବାରୁ ଚେନ୍ନାଇରୁ ସିଧାସଳଖ ଅହମ୍ମଦାବାଦ ଗସ୍ତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା