Masthead

ପ୍ରଥମ ପର୍ଯ୍ୟାୟରେ ଇସ୍ରାଏଲରୁ ଫେରିଲେ ୨୧୨ ଭାରତୀୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅପରେସନ ‘ଅଜୟ’ । ପ୍ରଥମ ପର୍ଯ୍ୟାୟରେ ଇସ୍ରାଏଲରୁ ଭାରତ ଫେରିଛନ୍ତି ୨୧୨ ଜଣ ଭାରତୀୟ । ସ୍ୱତନ୍ତ୍ର ବିମାନ ଯୋଗେ ତେଲ ଅବିବ୍ରୁ ସୁରକ୍ଷିତ ଭାବେ ଦିଲ୍ଲୀରେ ପହଂଚିଲେ ଭାରତୀୟ । ଦିଲ୍ଲୀ ବିମାନ ବନ୍ଦରରେ ସ୍ୱାଗତ କଲେ କେନ୍ଦ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର । ଇସ୍ରାଏଲରେ ଚାଲିଥିବା ଯୁଦ୍ଧ ଭିତରେ ୧୮ହଜାର ଭାରତୀୟ ଫସି ରହିଛନ୍ତି ।

ସବୁ ଭାରତୀୟଙ୍କୁ ସୁରକ୍ଷିତ ସ୍ୱଦେଶ ଆଣିବା ପାଇଁ କେନ୍ଦ୍ର ସରକାର ଅପରେସନ୍ ଅଜୟର ଶୁଭାରମ୍ଭ କରିଛନ୍ତି । ଗୁରୁବାର ରାତିରେ ୨୧୨ ଜଣ ଭାରତୀୟ ବେନ୍ ଗୁରିୟନ ବିମାନବନ୍ଦରରୁ ବାହାରିଥିଲେ । ଆଜି ସକାଳେ ସମସ୍ତେ ସୁରକ୍ଷିତ ଭାବେ ଦିଲ୍ଲୀରେ ପହଞ୍ଚଛନ୍ତି । ପହଞ୍ଚିବା ପରେ ଭାରତୀୟମାନେ ସେଠାକାର ଅନୁଭୂତି ବର୍ଣ୍ଣନା କରିଛନ୍ତି । ଯୁଦ୍ଧ ଭିତରେ କେମିତି ଓ କେଉଁଠି ରହୁଥିଲେ, ସେସବୁ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ