Masthead

ବିଜେପି ଧୋକାବାଜ: ଅଖିଲେଶ ଯାଦବ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଜେପି ଲୋକଙ୍କ ସହ ପ୍ରତାରଣା କରୁଛି । କିଛ ଏଭଳି ପ୍ରତିକ୍ରିୟା ରଖିଛନ୍ତି ସମାଜବାଦୀ ପାର୍ଟି ସୁପ୍ରିମୋ ଅଖିଲେଶ ଯାଦବ । ମିଶନ ୨୦୨୪ ଜିତିବା ଆରମ୍ଭ ହୋଇଛି ଅଙ୍କ କଷାକଷି । ସମାଜବାଦୀ ପାର୍ଟିର ସୁପ୍ରିମୋ ଅଖିଳେଶ ଯାଦବ ନବରାତ୍ରିରେ ୨୦ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିବାର କାର୍ଯ୍ୟକ୍ରମ ରହିଛି। ଉତ୍ତରପ୍ରଦେଶରୁ ୮୦ଟି ଲୋକ ସଭା ଆସନ ଜିତିବାର ଲକ୍ଷ୍ୟ ରଖିଛନ୍ତି ।

ଅଖିଳେଶ ଯାଦବ ବିଜେପିକୁ ଟାର୍ଗେଟ୍‌ କରି କହିଛନ୍ତି ଯେ, ସାଧାରଣ ଭୋଟର ଅନୁଭବ କରୁଛନ୍ତି ଯେ ବିଜେପି ଗଣତନ୍ତ୍ର ଏବଂ ସମ୍ବିଧାନକୁ ନଷ୍ଟ କରିଛି। ବିଜେପି ଲୋକଙ୍କ ସହ ପ୍ରତାରଣା କରିଛି। ବିଜେପି ଧୋକାବାଜ୍‌। ତେଣୁ ବିଜେପିକୁ ଆଗାମୀ ନିର୍ବାଚନରେ ପରାସ୍ତ କରିବାକୁ ମିଳିତ ମେଣ୍ଟ ‘ଇଣ୍ଡିଆ’ର ସମସ୍ତ ଦଳ ଏକାଠି ରହିବାକୁ ମନସ୍ଥ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ