Masthead

ଅଜା ସାଜିଲା ପିଶାଚ, ବର୍ଚ୍ଛାରେ ମାରି ନାତିକୁ କଲା ହତ୍ୟା

ନୂଆପଡା(ବଡ଼ ଖବର ବ୍ୟୁରୋ): ସାଧାରଣତଃ ଅଜା, ଆଈ ଓ ଜେଜେବାପା ଜେଜେ ମା’ ମାନେ ନାତି ନାତୁଣୀଙ୍କୁ ବହୁତ ଭଲ ପାଆନ୍ତି । ବହୁତ ସ୍ନେହ ଆଦର କରନ୍ତି । କିନ୍ତୁ ଜଣେ ଅଜା ଯେ ରାକ୍ଷସ ସାଜିପାରେ ଏହା କେହି ବିଶ୍ୱାସ କରିପାରିବେନି । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ନୂଆପଡା କୋମନା ଥାନା କ୍ରିଷ୍ଣା ଗାଁରେ । ଅଗାର ବର୍ଚ୍ଛା ମାଡରେ ମୃତ୍ୟୁବରଣ କରିଛି ନାତି ।

ପାରିବାରିକ କଳହରୁ ନାତିକୁ ଅଜା ଗତକାଲି ରାତିରେ ହତ୍ୟା କରିଥିବା ଜଣାପଡିଛି। କୋମନା ଥାନା ଅଧିକାରୀ ଘଟଣାର ଅଧିକ ତଦନ୍ତ କରୁଥିବା ଜଣାପଡ଼ିଛି। ମୃତକ ନାତି ହେଉଛନ୍ତି ଦୁଷ୍ମନ୍ତ ହଂସ । ତେବେ ଏଭଳି ଅଭାବନୀୟ ଘଟଣା ଘଟିଛି ନୂଆପଡ଼ା ଜିଲ୍ଲା କୋମନା ଥାନା କ୍ରିଷ୍ଣା ଗାଁରେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ