Masthead

ସମୁଦ୍ରରୁ ବିଶାଳକାୟ କୁମ୍ଭୀର ଉଦ୍ଧାର : କାବୁ କରି ବନବିଭାଗକୁ ଖବର ଦେଲେ ମତ୍ସ୍ୟଜୀବୀ

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ): ସମୁଦ୍ରରୁ ବିଶାଳକାୟ କୁମ୍ଭୀର ଉଦ୍ଧାର ।  ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ତାଳସାରୀ ଅଞ୍ଚଳର କିଛି ସମୁଦ୍ରରୁ ବିଶାଳକାୟ କୁମ୍ଭୀର ଉଦ୍ଧାର। କାବୁ କରି ବନବିଭାଗକୁ ଖବର ଦେଲେ ମତ୍ସ୍ୟଜୀବୀ ସମୁଦ୍ରକୁ ମାଛ ଧରିବାକୁ ଯାଇଥିଲେ । ମାଛ ଧରି ସାରି ସମୁଦ୍ର ମଝିରେ ଥିବା ମୁରଲୀଚଡ ଦୀପରେ ବସିଥିବା ବେଳେ କୁମ୍ଭୀରକୁ ଦେଖିଥିଲେ । ମତ୍ସ୍ୟଜୀବୀମାନେ ମିଶି କୁମ୍ଭୀରକୁ କାବୁ କରି ପରବର୍ତ୍ତୀ ସମୟରେ ବନବିଭାଗକୁ ଖବର ଦେଇଥିଲେ । ପରେ ବନବିଭାଗ, ମତ୍ସ୍ୟଜୀବୀ ମିଶି ଡଙ୍ଗା ସାହାଯ୍ୟରେ କୁମ୍ଭୀରକୁ ସ୍ଥଳଭାଗକୁ ଆଣିଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ