Masthead

ଲାଇଭ ଭିଡ଼ିଓରେ ଆତ୍ମହତ୍ୟା

ନିମାପଡା(ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା ଗୋପ ବ୍ଲକ ଅନ୍ତର୍ଗତ ନାଗପୁର ବଜ଼ାରରେ ଦେଖିବାକୁ ମିଳିଛି ଅଭାବନୀୟ ଦୃଶ୍ୟ ।ବେକରେ ରଶି ଲଗାଇ ମେଡିସିନ ଦୋକାନୀଙ୍କ ଆତ୍ମହତ୍ୟା ଓ ମୃତ୍ୟୁ ବେଳର ଲାଇଭ କରି କଲେ ଆତ୍ମହତ୍ୟା । ଯାହାର ଭିଡ଼ିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

ମୃତ ଯୁବକ ହେଲେ ସୁଜିତି ସିହ୍ନା ଓ ବୟସ ୪୫ ବୋଲି ଜଣାପଡିଛି । ମୃତକଙ୍କ ଘର ବନ୍ତଳି ଗାଁ। ଘଟଣାସ୍ଥଳରେ ଗୋପ ପୋଲିସ ପହଂଚି ଶବକୁ ଜବତ କରି ବ୍ୟବଛେଦ ପାଇଁ ଚାରିଛକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଛି । କଣ ପାଇଁ ଆତ୍ମହତ୍ୟା କଲେ ଏପର‌୍ୟ୍ୟନ୍ତ ସ୍ପଷ୍ଟ ସୂଚନା ମିଳିପାରିନାହଁ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି