Masthead

ଝାରସୁଗୁଡାରୁ କୋଲକତା ଓ ବେଙ୍ଗାଲୁରୁକୁ ଉଡିବ ବିମାନ

ଝାରସୁଗୁଡା(ବଡ଼ ଖବର ବ୍ୟୁରୋ); ଝାରସୁଗୁଡାରୁ ଆଉ୨ ବିମାନ ଉଡାଣ ଆରମ୍ଭ କରିବ । କୋଲକତା ଓ ବେଙ୍ଗାଲୁରୁକୁ ଉଡିବ ବିମାନ । ନଭେମ୍ବର ୫ରୁ ଝାରସୁଗୁଡାରୁ କୋଲକତା ଓ ୧୫ରୁ ବେଙ୍ଗାଲୁରୁକୁ ଉଡିବ ବିମାନ । ଏନେଇ ସୂଚନା ଦେଇଛନ୍ତି ଇଣ୍ଡିଗୋ କମ୍ପାନୀ । ବିମାନ କୋଲକତାରୁ ସଂନ୍ଧ୍ୟା ୫.୫୦ରେ ବାହାରି ଝାରସୁଗୁଡାରେ ସଂନ୍ଧ୍ୟା ୭.୨୫ରେ ପହଞ୍ଚିବ ।

ଝାରସୁଗୁଡାରୁ ସଂନ୍ଧ୍ୟା ୭.୫୫ରୁ ବାହାରି ରାତି ୯.୨୦ରେ କୋଲକତାରେ ପହଞ୍ଚିବ । ସେହିପରି ନଭେମ୍ବର ୧୫ ତାରିଖରେ ବେଙ୍ଗାଲୁରୁରୁ ସକାଳ ୧୦.୧୫ରେ ବାହାରି ଦିନ ୧୨.୨୦ରେ ଝାରସୁଗୁଡାରେ ପହଞ୍ଚିବ । ଏବଂ ପୁଣି ଦିନ ୧୨.୫୦ରେ ବାହାରି ଦିନ ୨.୫୫ରେ ବେଙ୍ଗାଲୁରୁରେ ପହଞ୍ଚିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ