Masthead

ବାଲୁକାକଳାରେ ଅଣ୍ଡା ଦିବସର ଶୁଭେଚ୍ଛା

ପୁରୀ(ବଡ଼ ଖବର ବ୍ୟୁରୋ): ବିଶ୍ୱ ଅଣ୍ଡା ଦିବସରେ ଅଣ୍ଡାଦିବସର ଏକ ବାଲୁକା କଳା ନିର୍ମାଣ କରିଛନ୍ତି ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ କ୍ଷ ଅଣ୍ଡା ଦୁନିଆର ସବୁଠାରୁ ସାଧାରଣ ତଥା ବହୁଳ ଭାବରେ ବ୍ୟବହାର କରାଯାଉଥିବା ପ୍ରୋଟିନ୍ ମଧ୍ୟରୁ ଅନ୍ୟତମ । ଏହା ଶରୀରର ଅନ୍ୟ ଅଙ୍ଗ ବ୍ୟତୀୟ ହୃଦୟ ପାଇଁ ଖୁବ ଉତ୍ତମ ବୋଲି ପ୍ରମାଣିତ ହୋଇଛି। ଏହି କାରଣରୁ ବିଶ୍ୱ ପ୍ରତିବର୍ଷ ଅକ୍ଟୋବରର ଦ୍ୱିତୀୟ ଶୁକ୍ରବାରକୁ ତଥା ଅକ୍ଟୋବର ୧୩କୁ ବିଶ୍ୱ ଅଣ୍ଡା ଦିବସ ଭାବରେ ପାଳନ କରାଯାଏ ।

ଏହି ଦିନର ଉଦ୍ଦେଶ୍ୟ ପୋଷଣ ସମ୍ବନ୍ଧୀୟ ପାୱାରହାଉସର ମହତ୍ତ୍ୱକୁ ଚିହ୍ନିତ କରିବା ଏବଂ ବିଶ୍ୱର ଲକ୍ଷ ଲକ୍ଷ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଯେ ଅଣ୍ଡା କେତେ ଗୁରୁତ୍ୱପୂର୍ଣ୍ଣ। ଏ ନେଇ ପୁରୀ ବେଳାଭୂମିରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା ନିର୍ମାଣ କରିଛନ୍ତି କ୍ଷ ଅଣ୍ଡାରେ ଥିବା ପୋଷକ ତତ୍ତ୍ୱ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ବାଲୁକା କଳା ମାଧ୍ୟମରେ ବାର୍ତ୍ତା ଦେଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର 🔴 ଘଡ଼ଘଡ଼ି ସହ ହାଲୁକାରୁ  ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର 🔴 ଘଡ଼ଘଡ଼ି ସହ ହାଲୁକାରୁ  ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ