Masthead

ସ୍ଥଗିତ ହେଲା ସରପଞ୍ଚ ମହାସଂଘର ଆନ୍ଦୋଳନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟ ସରପଞ୍ଚ ମହାସଂଘର ଆନ୍ଦୋଳନ ସ୍ଥଗିତ ହେଲା । ରାଜ୍ୟ ସରକାରଙ୍କୁ ୧ ମାସର ମହଲତ ଦେଲା ସଂଘ । ଆଜି ସରକାରଙ୍କ ସହ ମହାସଂଘର ଆଲୋଚନା । ବୈଠକରେ ସମସ୍ୟା ସ୍ଥାୟୀ ସମାଧାନ ହେବା ଆଶା । ୧୫ ଦଫା ଦାବିେରେ ଆନ୍ଦୋଳନ କରିଥିଲା ସରପଞ୍ଚ ମହାସଂଘ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା