Masthead

୧୦ ହଜାର ଫାଇନ୍ ଦେଲେ ମୋକିମ

କଟକ(ବଡ଼ ଖବର ବ୍ୟୁରୋ): ହାଇକୋର୍ଟରେ ମିଥ୍ୟା ନିର୍ବାଚନୀ ସତ୍ୟପାଠ ମାମଲାରେ ମହମ୍ମଦ ମୋକିମ ସାକ୍ଷ୍ୟ ଗ୍ରହଣ ନଦେଇ କୋର୍ଟକୁ ମାଗିଲେ ସମୟ । ସମୟ ଅପଚୟ ହେଉଥିବାରୁ ୧୦ ହଜାର ଟଙ୍କା ମୋକୀମଙ୍କୁ ଫାଇନ କଲେ କୋର୍ଟ । ଏହି ଫାଇନ ରାଶି ହାଇକୋର୍ଟ ୱେଲ୍ ଫେୟର ଫଣ୍ଡକୁ ଦେବେ ବିଧାୟକ । ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମ୍ । ୨୦୧୯ ନିର୍ବାଚନରେ ମୋକିମ୍ ମିଥ୍ୟା ସତ୍ୟାପାଠ ଦାଖଲ କରିଥିବା କୋର୍ଟରେ ମାମଲା କରିଥିଲେ ଦେବାଶିଷ ସାମନ୍ତରାୟ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ