ବର୍ତ୍ତମାନ ଇଡିି ମନୋରଞ୍ଜନ ବିଭାଗ ପାଲଟିଛି: ସଞ୍ଜୟ ସିଂ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ହାଇକୋର୍ଟ ଆମ ଆଦମୀ ପାର୍ଟି ନେତା ସଞ୍ଜୟ ସିଂଙ୍କୁ ଅକ୍ଟୋବର ୨୭ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତକୁ ପଠାଇଛନ୍ତି। ଇଡିର ରିମାଣ୍ଡ ଅବଧି ଶେଷ ହେବା ପରେ ଏଜେନ୍ସି ସଞ୍ଜୟ ସିଂଙ୍କୁ କୋର୍ଟରେ ହାଜର କରିଛି। ଦିଲ୍ଲୀ ହାଇକୋର୍ଟରେ ସ୍ବତନ୍ତ୍ର ବିଚାରପତି ଏମ କେ ନାଗପାଳଙ୍କ ବେଞ୍ଚରେ ସଞ୍ଜୟ ସିଂଙ୍କୁ ହାଜର କରାଯାଇଥିଲା ।

ଶୁଣାଣି ସମୟରେ ସଞ୍ଜୟ କହିଛନ୍ତି, ବର୍ତ୍ତମାନ ଇଡି ମନୋରଞ୍ଜନ ବିଭାଗରେ ପରିଣତ ହୋଇଛି। ଏପରି ବିବୃତ୍ତିରେ ଅସନ୍ତୋଷ ବ୍ୟକ୍ତ କରି କୋର୍ଟ କହିଛନ୍ତ, ଯଦି ଏପରି ମନ୍ତବ୍ୟ ଦେଉଛନ୍ତି ତେବେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଜର ହୁଅନ୍ତୁ। ସଞ୍ଜୟ ସିଂଙ୍କ ଓକିଲ କୋର୍ଟରେ ଯୁକ୍ତି କରିଛନ୍ତି ଯେ, ସଞ୍ଜୟଙ୍କୁ ଜେଲରେ ଆବଶ୍ୟକ ଚିକିତ୍ସା ସାମଗ୍ରୀ ଯୋଗାଇ ଦିଆଯାଉ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ